ବିଶ୍ବ ଟେଷ୍ଟ ଚାମ୍ପିୟନସିପ୍ ଫାଇନାଲରେ ଅଷ୍ଟ୍ରେଲିଆକୁ ପରାସ୍ତ କଲା ଦକ୍ଷିଣ ଆଫ୍ରିକା
ନୂଆଦିଲ୍ଲୀ (ସଂକେତ ଟିଭି):ଲଣ୍ଡନର ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଖେଳାଯାଇଥିବା ବିଶ୍ବ ଟେଷ୍ଟ ଚାମ୍ପିୟନସିପ୍ ଫାଇନାଲରେ ଦକ୍ଷିଣ ଆଫ୍ରିକା ଅଷ୍ଟ୍ରେଲିଆକୁ ୫ ଓ୍ବିକେଟରେ ପରାସ୍ତ କରି ଚାମ୍ପିୟନ ହୋଇଛି।
Read More