ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି: ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ରାଜସ୍ବ ମନ୍ତ୍ରୀ
ଭୁବନେଶ୍ୱର (ସଂକେତ ଟିଭି): ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତିକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ହେଲିକପ୍ଟର ଯୋଗେ ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି।
Read More